୨ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆହୁରି ୨ଦିନ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗୁରୁବାର ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ପୁରୀ ଏବଂ ଜଗତ୍ସିଂହପୁର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଶୁକ୍ରବାର ଜଗତ୍ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି
The full article is being collected. Available text is shown for now.